ସମ୍ପାଦକ :- ଜିତେନ୍ଦ୍ର ତାଣ୍ଡି

ସତ୍ୟର ସହିତ : ନ୍ୟାୟର ପଥରେ , PRGI ORORI/26/A6471

ସତ୍ୟର ସହିତ : ନ୍ୟାୟର ପଥରେ , PRGI ORORI/26/A6471

ତାମିଲ ନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ଙ୍କ ସଚିବାଳୟ ଠାରେ ସମୀକ୍ଷା ବୈଠକ

ନ୍ୟାୟଭୂମି ସମ୍ବାଦ /ବ୍ୟୁରୋ   ମାନ୍ୟବର ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥିରୁ. ଏସ୍. ଜୋସେଫ୍ ବିଜୟଙ୍କ ଅଧ୍ୟକ୍ଷତାରେ  ତା ୨୨.୯.୨୦୨୬ ରିଖ ମୁଖ୍ୟ ସଚିବାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ଉତ୍ତର-ପୂର୍ବ ମୌସୁମୀ ବର୍ଷାକୁ ଦୃଷ୍ଟିରେ ରଖି ତାମିଲନାଡୁର ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଓ ପଶ୍ଚିମ ଜିଲ୍ଲାଗୁଡ଼ିକରେ ସତର୍କତାମୂଳକ ପଦକ୍ଷେପ, ବିପର୍ଯ୍ୟୟ ପରିଚାଳନା ଏବଂ ଡେଙ୍ଗୁ ଜ୍ୱର ରୋକିବା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା ସମ୍ପର୍କରେ ଏହି ବୈଠକରେ ସମୀକ୍ଷା କରାଯାଇଛି।

Latest Stories