ସମ୍ପାଦକ :- ଜିତେନ୍ଦ୍ର ତାଣ୍ଡି

ସତ୍ୟର ସହିତ : ନ୍ୟାୟର ପଥରେ , PRGI ORORI/26/A6471

ସତ୍ୟର ସହିତ : ନ୍ୟାୟର ପଥରେ , PRGI ORORI/26/A6471

ଆସନ୍ତା କାଲି (୨୫ ସେପ୍ଟେମ୍ବର, ୨୦୨୬) ଅପରାହ୍ନ ୪ଟାରେ ରାଷ୍ଟ୍ରବାଦୀ ଜନନାୟକ ପଣ୍ଡିତ ଦୀନଦୟାଲ ଉପାଧ୍ଯାୟଙ୍କ ୧୧୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ହେବ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ଯାନ୍ଯ ବିଶିଷ୍ଟ ଅତିଥିଗଣ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ।

ଭୁବନେଶ୍ୱର/ତା ୨୪/୦୯ ନ୍ୟାୟଭୂମି ସମ୍ବାଦ (ବ୍ୟୁରୋ)ଆସନ୍ତା କାଲି (୨୫ ସେପ୍ଟେମ୍ବର, ୨୦୨୬) ଅପରାହ୍ନ ୪ଟାରେ ରାଷ୍ଟ୍ରବାଦୀ ଜନନାୟକ ପଣ୍ଡିତ ଦୀନଦୟାଲ ଉପାଧ୍ଯାୟଙ୍କ ୧୧୧ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ହେବ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ଯାନ୍ଯ ବିଶିଷ୍ଟ ଅତିଥିଗଣ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ।

Latest Stories